ଟାଙ୍ଗୀ,୨୦/୧୦ : ସରକାରୀ ବିଦ୍ୟାଳୟ ର କୁନି କୁନି ଛାତ୍ର ଛାତ୍ରୀ ମାନଙ୍କର ଅନ୍ତର୍ନିହିତ ଗୁଣାବଳିର ପରିପ୍ରକାଶ କରିବା ପାଇଁ ବ୍ଲକ ସହ ଜିଲ୍ଲା ଓ ରାଜ୍ୟ ସ୍ତରରେ ସୁରଭି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକର ମୁକ୍ତେଶ୍ଵର ଦେବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ସୁରଭି ଅନୁଷ୍ଠିତ ହୋଇ ଯାଇଛି।ଏଥିରେ ବ୍ଲକର 11 ଟି କ୍ଳଷ୍ଟରରୁ ଆସିଥିବା ଛାତ୍ର ଛାତ୍ରୀ ମାନେ ଚିତ୍ରାଙ୍କନ,ବକ୍ତୃତା,ନୃତ୍ୟ,ସହ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ଏହି ସୁରଭି କାର୍ଯ୍ୟକ୍ରମ ରେ ଟାଙ୍ଗୀ ବ୍ଲକ ଏବିଇଓ ସାବିତ୍ରୀ ସାହୁ, ବ୍ଲକ ଅଧ୍ୟକ୍ଷା ରିସ୍ନା ମାନ୍ଧାତା ଜିଗର ଦେଇ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।